ନବୀନ କେବଳ ଓକେ ଓକେ କୁହନ୍ତି: ଆସାମ ମୁଖ୍ୟମନ୍ତ୍ରୀ

  • Published: Thursday, 09 May 2024
  • , Updated: 09 May 2024, 04:30 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ମାଲକାନଗିରି ଜିଲ୍ଲା କାଲିମେଳାରେ ଏକ ଜନସଭାକୁ ସମ୍ବୋଧିତ ବେଳେ ଏମ୍ ପିଭି-୮୨ ନାଁକୁ ନେଇ ସମାଲୋଚନା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଗାଁର ନାଁ ଏଭଳି କାରଣ ଏଠାରେ ନବୀନଙ୍କ ସରକାର ଚାଲିଛି । ବିଜେପି ସରକାର ହେଲେ ଏଠି ରାଜସ୍ୱ ଗ୍ରାମର ମାନ୍ୟତା ମିଳିବ । ବିଜେପି ସରକାର ଆସିଲେ, ନମ୍ବର ନୁହେଁ, ଗାଁର ନାଁ ଦିଆଯିବ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Related story