ବିଜେଡି ଛାଡ଼ି ବିଜେପିରେ ମିଶିଲେ ଆଠମଲ୍ଲିକ ବିଧାୟକ

ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିଲେ ବିଧାୟକ ରମେଶ ଚନ୍ଦ୍ର ସାଏ।

Ramesh Chandra Sai PhotoOR

ବିଧାୟକ ରମେଶ ଚନ୍ଦ୍ର ସାଏଙ୍କୁ ଦଳକୁ ସ୍ୱାଗତ କରୁଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Jitendra Garnayak
  • Published: Friday, 05 April 2024
  • Updated: 05 April 2024, 05:45 PM IST

Sports

Latest News

ଗୁରୁବାର (ଗତକାଲି) ବିଜେଡିରୁ ଇସ୍ତଫା ଦେଇଥିବା ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଆଜି ବିଜେପିରେ ମିଶିଛନ୍ତି। କତଡ଼ା ନିକଟରେ ବିଜେପିର ବୁଥ୍ ସ୍ତରୀୟ କର୍ମଶାଳା ଚାଲିଥିବା ବେଳେ ଶ୍ରୀ ସାଏ ସେଠାରେ ଦଳରେ ସାମିଲ ହୋଇଥିଲେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଆଠମଲ୍ଲିକର ପୂର୍ବତନ ବିଧାୟକ ସଞ୍ଜୀବ ସାହୁ ପ୍ରମୁଖ ତାଙ୍କୁ ଦଳକୁ ସ୍ୱାଗତ କରିଥିଲେ।  

ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିଲେ ବିଧାୟକ ରମେଶ ଚନ୍ଦ୍ର ସାଏ। ତେବେ ତାଙ୍କୁ ଏଥର ବିଜେଡି ଟିକେଟ ଦେଇ ନାହିଁ। ତାଙ୍କ ବଦଳରେ ଦଳ ଆଠମଲ୍ଲିକରୁ ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। 

Also Read

୨୦୧୯ରେ ରମେଶ ଚନ୍ଦ୍ର ସାଏ ବିଜେପି ପ୍ରାର୍ଥୀ ଭାଗିରଥୀ ପ୍ରଧାନଙ୍କୁ ୪୭ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରି ବିଜୟୀ ହୋଇଥିଲେ। ବିଜେପି ଏଥର ଆଠମଲ୍ଲିକରୁ ପୂର୍ବତନ ବିଧାୟକ ସଞ୍ଜୀବ ସାହୁଙ୍କୁ ଟିକେଟ୍ ଦେଇଛି। ସଞ୍ଜୀବ ସାହୁ ୨୦୦୯ ଓ ୨୦୧୪ରେ ବିଜେଡି ଟିକେଟରେ ଏହି ଆସନରୁ ବିଜୟୀ ହୋଇ ବିଧାନସଭାକୁ ଯାଇଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story