ଆଜି ନାମାଙ୍କନ ଭରିବେ ବୈଜୟନ୍ତ ପଣ୍ଡା

ବୈଜୟନ୍ତ ପଣ୍ଡାଙ୍କ ଶୋଭାଯାତ୍ରାରେ କେନ୍ଦ୍ର ଓ ରାଜ୍ୟ ସ୍ତରର ବହୁ ପ୍ରମୁଖ ନେତା ଓ ବିଧାୟକ ପ୍ରାର୍ଥୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Baijayant panda

ବୈଜୟନ୍ତ ପଣ୍ଡା

Tapaswini Nayak
  • Published: Friday, 10 May 2024
  • Updated: 10 May 2024, 07:56 AM IST

Sports

Latest News

କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ସକାଳ ୯ଟାରେ ତିନି ମୁହାଣ ରାମ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବେ ବୈଜୟନ୍ତ। ଏହାପରେ ଏକ ବିରାଟ ଶୋଭାଯାତ୍ରାରେ ନାମାଙ୍କନ ପାଇଁ ବାହାରିବେ ବୈଜୟନ୍ତ।

ଶୋଭାଯାତ୍ରା ତିନିମୁହାଣ, ଜ୍ଞାନପୀଠ, କଜଳା, ମହିପାଳ, ବଡହାଟ ଏବଂ ପୁରୁଣା ବସଷ୍ଟାଣ୍ଡ ଦେଇ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିବ। ବୈଜୟନ୍ତ ପଣ୍ଡାଙ୍କ ଶୋଭାଯାତ୍ରାରେ କେନ୍ଦ୍ର ଓ ରାଜ୍ୟ ସ୍ତରର ବହୁ ପ୍ରମୁଖ ନେତା ଓ ବିଧାୟକ ପ୍ରାର୍ଥୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିନିମନ୍ତେ ବିଜେପି କର୍ମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।

Also Read

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story