ଭଜନଲାଲ ଶର୍ମା ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ପ୍ରଥମ ଥର ବିଧାୟକ ହୋଇଥିବା ଭଜନଲାଲ ଶର୍ମା ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ।

Manoj Swain
  • Published: Tuesday, 12 December 2023
  • Updated: 12 December 2023, 07:11 PM IST

Sports

Latest News

ପ୍ରଥମ ଥର ବିଧାୟକ ହୋଇଥିବା ଭଜନଲାଲ ଶର୍ମା ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ। ଆଜି ସର୍ବସମ୍ମତିକ୍ରମେ ଭଜନଲାଲ ଶର୍ମାଙ୍କୁ ବିଜେପି ବିଧାୟକ ଦଳ ନେତା ଘୋଷଣା କରାଯାଇଥିଲା ବୋଲି ବୈଠକରେ ଉପସ୍ଥିତ ପର୍ଯ୍ୟବେକ୍ଷକ ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos