କଂଗ୍ରେସକୁ ବାଏ ବାଏ କହିଲେ ବିଶ୍ୱ ଭୂଷଣ ଦାସ

ଛାତ୍ର ଓ ଯୁବ କଂଗ୍ରେସରେ ବିଶ୍ୱ ଭୂଷଣଙ୍କର ବେଶ୍ ଦବଦବା ଥିଲା। 

Biswabhusan Das

ବିଶ୍ବଭୂଷଣ ଦାସ

Tapaswini Nayak
  • Published: Friday, 05 April 2024
  • Updated: 05 April 2024, 10:45 AM IST

ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ମିଳିଛି ଆଉ ଏକ ଝଟକା। କଂଗ୍ରେସ ଛାଡିଲେ ପିସିସି ଉପ ସଭାପତି ବିଶ୍ୱ ଭୂଷଣ ଦାସ। ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ ବିଶ୍ୱ ଭୂଷଣ କେଉଁ କାରଣ ପାଇଁ  ଦଳ ଛାଡ଼ିଲେ ସେନେଇ ସ୍ପଷ୍ଟ ହୋଇନାହିଁ। 

ବିଶ୍ୱ ଭୂଷଣ ପିସିସି ଉପସଭାପତି ଥିଲେ। ୨୦୦୯ ଓ ୨୦୧୯ରେ କାକଟପୁରରୁ କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରିଥିଲା। ଛାତ୍ର ଓ ଯୁବ କଂଗ୍ରେସରେ ତାଙ୍କର ବେଶ୍ ଦବଦବା ଥିଲା। ବିଶ୍ୱ ଭୂଷଣ  ବିଜେବି କଲେଜର ସଭାପତି ଭାବେ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିଲେ। ପରବର୍ତ୍ତୀ ସମୟରେ ରାଜ୍ୟ ଯୁବ କଂଗ୍ରେସ ଉପସଭାପତି ହେବା ସହ ସ୍ୱର୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ଘନିଷ୍ଠ ସହଯୋଗୀ ଭାବେ କାର୍ଯ୍ୟ କରିଥିଲେ। 

Also Read

ବିଶ୍ୱ ଭୂଷଣ ଦଳ ଛାଡ଼ିବା ପରେ ସେ କେଉଁ ଦଳକୁ ଯିବେ ସେନେଇ ସ୍ପଷ୍ଟ ହୋଇନାହିଁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story