ଭୁବନେଶ୍ୱରରୁ ଲଢିବେ ମନ୍ମଥ ରାଉତରାୟ

ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ଭୁବନେଶ୍ୱରରୁ ମନ୍ମଥ ରାଉତରାୟଙ୍କୁ ଲୋକସଭା ପ୍ରାର୍ଥୀ କରିଛି ବିଜେଡି।

Manoj Swain
  • Published: Wednesday, 27 March 2024
  • Updated: 27 March 2024, 07:37 PM IST

Sports

Latest News

ବିଜେଡିରେ ମିଶିଲେ ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ତେବେ ବିଜେଡିରେ ମିଶିବାର କିଛି ଘଣ୍ଟା ମଧ୍ୟରେ ତାଙ୍କୁ ବିଜେଡି ଭୁବନେଶ୍ୱରରୁ ସାଂସଦ ପ୍ରାର୍ଥୀ କରାଇଛି।  ଲୋକସଭା ପ୍ରାର୍ଥୀ ନାଁ ଘୋଷଣା ପରେ କ’ଣ କହୁଛନ୍ତି ମନ୍ମଥ ରାଉତରାୟ ଶୁଣନ୍ତୁ...

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos