Advertisment

ନୂଆ ଉପବାଚସ୍ପତି ହେଲେ ସାଲୁଗା ପ୍ରଧାନ

ବିଧାନସଭାର ଉପବାଚସ୍ପତି ହେଲେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ।

author-image
Manoj Swain

ବିଧାନସଭାର ଉପବାଚସ୍ପତି ହେଲେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ଉପବାଚସ୍ପତି ରୂପେ ନିର୍ବାଚିତ ହେବା ପରେ ସାଲୁଗା ପ୍ରଧାନ ଗୃହର ସମସ୍ତ ସଦସ୍ୟଙ୍କୁ କୃତଜ୍ଞତା ଜଣାଇବା ସହ ଧନ୍ୟବାଦ ଅର୍ପଣ କରିଛନ୍ତି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Odisha Assembly