କାନ୍ଦି କାନ୍ଦି ବିଜେପି ଛାଡ଼ିଲେ କାଳୁ ଖଣ୍ଡାୟତରାୟ

କାଳୁ ଖଣ୍ଡାୟତରାୟ ସାମ୍ବାଦିକ ସମ୍ମିଳନୀ କରି ସ୍ୱାଧୀନ ଭାବେ ଖୋର୍ଦ୍ଧା ବିଧାନସଭା ଆସନରୁ ଲଢିବେ ବୋଲି ଘୋଷଣା କରିଛନ୍ତି।

Manoj Swain
  • Published: Tuesday, 30 April 2024
  • Updated: 30 April 2024, 06:26 PM IST

Sports

Latest News

ବିଜେପି ଛାଡିଲେ କାଳୁ ଖଣ୍ଡାୟତରାୟ। ଖୋର୍ଦ୍ଧାରୁ ଟିକେଟ ନପାଇ ଅସନ୍ତୁଷ୍ଟ ଥିଲେ କାଳୁ ଖଣ୍ଡାୟତରାୟ। ସେ ସାମ୍ବାଦିକ ସମ୍ମିଳନୀ କରି ସ୍ୱାଧୀନ ଭାବେ ଖୋର୍ଦ୍ଧା ବିଧାନସଭା ଆସନରୁ ଲଢିବେ ବୋଲି ଘୋଷଣା କରିଛନ୍ତି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos