ଅନୁଭବଙ୍କୁ ଟାର୍ଗେଟ କଲେ ବିଧାୟକ ମୁକେଶ ମହାଲିଙ୍ଗ

ଅଭିନେତା ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଲେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ ।

Manoj Swain
  • Published: Sunday, 29 October 2023
  • Updated: 29 October 2023, 01:24 PM IST

Sports

Latest News

ଅଭିନେତା ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଲେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ । ଓଲିଉଡ୍ କଳିକୁ ନେଇ ବିଧାୟକ କହିଛନ୍ତି, 'ପଶ୍ଚିମ ଓଡ଼ିଶାର ମନୋଜ ମିଶ୍ର ଜଣେ ବଡ଼ କଳାକାର, କଳାକାରଙ୍କର କୌଣସି ସୀମା ସରହଦ ନ ଥାଏ, ଯେଉଁମାନେ ତାଙ୍କୁ ବାସନ୍ଦ କରିଛନ୍ତି ତୁରନ୍ତ ପ୍ରତ୍ୟାହାର କରନ୍ତୁ।' ତା’ସହ ବ୍ୟାନ ତୁରନ୍ତ ଉଠାଇବା ସହ ମନୋଜଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବା ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କୁ ମଧ୍ୟ ନିଶାନା କରିଛନ୍ତି । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos