ଓଡ଼ିଶା ପାଇଁ ମାଷ୍ଟର ପ୍ଲାନ୍‌; ଦାୟିତ୍ୱରେ ରହିବେ ମୋଦି, ଶାହ ଓ ରାଜନାଥ

ରାଜ୍ୟରେ ଦ୍ୱିମୁଖୀ ଲଢ଼େଇ ସ୍ଥିତି ଥିବାରୁ ପ୍ରତିବୁଥରୁ ୫୦ ପ୍ରତିଶତରୁ ଅଧିକ ଭୋଟ ହାସଲ ପାଇଁ ପଦାଧିକାରୀ ବୈଠକରେ ବୁଥ୍‌ ମ୍ୟାନେଜମେଣ୍ଟକୁ ମଧ୍ୟ ଗୁରୁତ୍ୱ ଦେଇଛନ୍ତି ବଂଶଲ।

BJP

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ(ଫାଇଲ ଫଟୋ)

Manoranjan Sial
  • Published: Saturday, 30 December 2023
  • Updated: 30 December 2023, 08:45 PM IST

Sports

Latest News

ଓଡ଼ିଶା ଦଖଲ ପାଇଁ ବିଜେପିର କ୍ଲଷ୍ଟର ପ୍ଲାନ୍‌। ମେଣ୍ଟ ନୁହେଁ, ଏକା ଲଢ଼ିବ ବିଜେପି। ଦାୟିତ୍ୱରେ ରହିବେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଲୋକସଭା ନୁହେଁ, ଫୋକସରେ ରହିବ ବିଧାନସଭା। ଆଜି ରାଜ୍ୟ ପଦାଧିକାରୀ ଓ ଜିଲ୍ଲା ସଭାପତିଙ୍କ ବୈଠକରେ ଏହି ବାର୍ତ୍ତା ଦେଇଛନ୍ତି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ସମସ୍ତ ପଦାଧିକାରୀ ଓ ଜିଲ୍ଲା ସଭାପତିଙ୍କ ସହ ୨ ଘଣ୍ଟାରୁ ଅଧିକ ସମୟ ଧରି ମାନସମନ୍ଥନ କରିଥିଲେ ବିଜେପି ରାଷ୍ଟ୍ରୀୟ ପ୍ରଭାରୀ ଓ ସହ ପ୍ରଭାରୀ ବିଜୟ ପାଲସିଂ ତୋମାର। ଯାହାର ପ୍ରମୁଖ ବିନ୍ଦୁ ସବୁ ଥିଲା, ଓଡ଼ିଶାରେ କ୍ଲଷ୍ଟର ଷ୍ଟ୍ରାଟେଜି ଆପଣାଇବ ଦଳ। ଓଡ଼ିଶାକୁ ୫ରୁ ୬ଟି କ୍ଲଷ୍ଟରରେ ଭାଗ କରାଯିବ। ଆଉ ଏସବୁ କ୍ଲଷ୍ଟର ଦାୟିତ୍ୱରେ ରହିବେ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୃହମନ୍ତ୍ରୀ ଅମିତ ଶାହା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ୩

Also Read

କେନ୍ଦ୍ରୀୟ ନେତା ସେସବୁ କ୍ଲଷ୍ଟରରେ ନିର୍ବାଚନୀ କାର୍ଯ୍ୟକ୍ରମ ସହ ଷ୍ଟ୍ରାଟେଜିର ସମୀକ୍ଷା କରିବେ। ଏହାସହ ରାଜ୍ୟ ନେତାମାନେ ମଧ୍ୟ ଏହି
କ୍ଲଷ୍ଟର ଦାୟିତ୍ୱରେ ରହିବେ। ତେଣୁ ଯଥାଶୀଘ୍ର ସବୁଠି ବୁଥ୍‌ କମିଟି ଗଠନ କାମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ କର୍ମୀଙ୍କ ମନରୁ ବିଜେପି-ବିଜେଡି ସଂପର୍କ ଦ୍ୱନ୍ଦ୍ୱକୁ ଦୂର କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ବଂଶଲ। କୌଣସି ମେଣ୍ଟ ହେବ ନାହିଁ
ବୋଲି କେନ୍ଦ୍ର ନେତୃତ୍ୱ ସଫା ସଫା ଶୁଣାଇ ସାରିଥିବାରୁ ଏ ସ୍ପଷ୍ଟ ବାର୍ତ୍ତା ପ୍ରତିଟି କାର୍ଯ୍ୟକର୍ତ୍ତାଙ୍କ ପାଖରେ ପହଞ୍ଚାଇବାକୁ କୁହାଯାଇଛି ବୋଲି ବିଜେପି ରାଜ୍ୟ ସଭାପତି କହିଛନ୍ତି।

ଅନ୍ୟପଟେ ରାଜ୍ୟରେ ଦ୍ୱିମୁଖୀ ଲଢ଼େଇ ସ୍ଥିତି ଥିବାରୁ ପ୍ରତିବୁଥରୁ ୫୦ ପ୍ରତିଶତରୁ ଅଧିକ ଭୋଟ ହାସଲ ପାଇଁ ପଦାଧିକାରୀ ବୈଠକରେ ବୁଥ୍‌ ମ୍ୟାନେଜମେଣ୍ଟକୁ ମଧ୍ୟ ଗୁରୁତ୍ୱ ଦେଇଛନ୍ତି ବଂଶଲ। ସେହିପରି ବୁଥ୍ କମିଟି ଗଠନ ପରେ ମଣ୍ଡଳ ସ୍ତରରେ ବୁଥ୍‌ ସମ୍ମିଳନୀ କରି ସ୍ଥାନୀୟ ପ୍ରସଙ୍ଗକୁ ନେଇ ଷ୍ଟ୍ରାଟେଜି ପ୍ରସ୍ତୁତ କରିବାକୁ କୁହାଯାଇଛି। ଏଥିସହ ତୃଣମୂଳ ସ୍ତରରୁ ରାଜ୍ୟସ୍ତର ଯାଏଁ ନେତା ଓ କର୍ମୀ ସୋଶାଲ ମିଡିଆରେ
ସକ୍ରିୟ ରହି କେନ୍ଦ୍ର ସରକାରଙ୍କ ଯୋଜନା ଓ ରାଜ୍ୟର ବିଫଳତାର ପ୍ରଚାର ପ୍ରସାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜୟନାରାୟଣ ମିଶ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story