ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ୩ ଦିନରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ ଟା ୨୦ମିନିଟ୍ରେ ରିଜର୍ଭ ପଡ଼ିଆ ହେଲିପ୍ୟାଡ଼ରେ ଅବତରଣ କରିବା ପରେ ବାଇକ ରାଲିରେ ଅଡିଟୋରିୟମ ହଲରେ ପହଞ୍ଚିବେ। ସେଠାରେ ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ। ପରେ ସ୍ଥାନୀୟ ହୋଟେଲରେ ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି।
Also Read
ଶନିବାର ମୁଖ୍ୟମନ୍ତ୍ରୀ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଦ୍ୱାରା ଆୟୋଜିତ ରଜତ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରବିବାର ଡିଡି ୟୁନିଭରସିଟିି ପଡ଼ିଆରେ ମୋହନ ସରକାରଙ୍କ ୧୦୦ ଦିନ ପୂରଣ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
ସେମାନେ କଂଗ୍ରେସକୁ ହରାଇଦେଲେ, କିନ୍ତୁ ଆପ୍କୁ ଜିତାଇ ପାରିଲେ ନାହିଁ: ମୋଦି
‘ଆଜି ପୁଣିଥରେ କଂଗ୍ରେସକୁ କଡ଼ା ସନ୍ଦେଶ ମିଳିଛି। ପୁଣି ଥରେ ଖାତା ଖୋଲିବାରେ ବିଫଳ ହୋଇଛି କଂଗ୍ରେସ।’

National
ଆପ୍ଦାରୁ ମୁକ୍ତ ହେଲା ଦିଲ୍ଲୀ: ମୋଦି
ରାଜନୀତିରେ ପରିବର୍ତ୍ତନ ଆଣିବୁ କହି ସେମାନେ ରାଜନୀତିକୁ ଆସିଥିଲେ। କିନ୍ତୁ ସେମାନେ କଟ୍ଟର ବେଇମାନ ବାହାରିଲେ। ବିଧାନସଭା ପ୍ରଥମ ଅଧିବେଶନରେ ସିଏଜି ରିପୋର୍ଟ ଉପସ୍ଥାପନ କରିବୁ। ଯିଏ ବି ଲୁଟିଛନ୍ତି, ଫେରାଇବାକୁ ପଡ଼ିବ। ଦୁର୍ନୀତିର ଯାଞ୍ଚ ହେବ, ଏହା ମୋଦିଙ୍କ ଗ୍ୟାରେଣ୍ଟି।

National
କଂଗ୍ରେସର ହ୍ୟାଟ୍ରିକ୍ ପରାଜୟ, କିନ୍ତୁ କାହିଁକି
ଲଗାତାର ୧୫ ବର୍ଷ ଦିଲ୍ଲୀକୁ ଶାସନ କରିଥିବା କଂଗ୍ରେସ ଲଗାତାର ୩ ଥର ହେଲାଣି ଗୋଟିଏ ବି ଆସନ ଜିତିପାରୁନାହିଁ।

National
ମନୀଷ ସିସୋଦିଆ ହାରିବା ପରେ କାନ୍ଦିଲେ କୁମାର ବିଶ୍ୱାସଙ୍କ ପତ୍ନୀ
ଉଭୟ ଅରବିନ୍ଦ କେଜ୍ରିୱାଲ ଓ ମନୀଷ ସିସୋଦିଆ ପରାସ୍ତ ହୋଇଛନ୍ତି।

Politics
କେଜ୍ରିୱାଲଙ୍କ ଠାରୁ ପ୍ରତିଶୋଧ ନେଲେ ଜଣେ ମୁଖ୍ୟମନ୍ତ୍ରୀଙ୍କ ପୁଅ, ଜାଣନ୍ତୁ ୧୨ ବର୍ଷ ତଳେ କ’ଣ ଘଟିଥିଲା?
ସନ୍ଦୀପ ମଧ୍ୟ କେଜ୍ରିୱାଲଙ୍କ ବିରୋଧରେ ଲଢ଼ୁଥିଲେ। ନୂଆଦିଲ୍ଲୀ ଆସନରେ ସେ ତୃତୀୟ ସ୍ଥାନରେ ରହିଥିଲେ ହେଁ କେଜ୍ରିୱାଲଙ୍କ ପରାସ୍ତରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସେ କେଜ୍ରିୱାଲଙ୍କ ପରାଜୟକୁ ସୁନିଶ୍ଚିତ କରିଛନ୍ତି।