କୁଆଡ଼େ ଗଲା ପଦ୍ମପୁର ଜିଲ୍ଲା ?

ଶୂନ୍ୟକାଳରେ ପଶ୍ଚିମ ଓଡ଼ିଶା ଅବହେଳା କଥା ଉଠାଇଲେ ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର।

Manoj Swain
  • Published: Friday, 24 November 2023
  • Updated: 24 November 2023, 04:33 PM IST

Sports

Latest News

ଶୂନ୍ୟକାଳରେ ପଶ୍ଚିମ ଓଡ଼ିଶା ଅବହେଳା କଥା ଉଠାଇଲେ ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର। କହିଲେ, 'ଉପନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ଭୁଲିଗଲେ। ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇନି।' କିଛି ଏମିତି କହି ସରକାରଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି କଂଗ୍ରେସ ବିଧାୟକ ନରସିଂହ ମିଶ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos