ପୋଲ ଖୋଲିଲେ ଖଡ୍‌ଗେ, ଫାଇଦା ନେବ ତ କଂଗ୍ରେସ ?

ସେ ତାଙ୍କ ଅଭିଭାଷଣରେ ବିଜେଡି ଓ ବିଜେପି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଥିଲେ।

Manoj Swain
  • Published: Tuesday, 30 January 2024
  • Updated: 30 January 2024, 11:54 AM IST

ଭୁବନେଶ୍ୱରରେ ସୋମବାର ଦିନ ଅନୁଷ୍ଠିତ ହୋଇଥିଲା କଂଗ୍ରେସର 'ଓଡ଼ିଶା ବଞ୍ଚାଅ ସମାବେଶ'। ଏଥିରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ଯୋଗ ଦେଇଥିଲେ। ସେ ତାଙ୍କ ଅଭିଭାଷଣରେ ବିଜେଡି ଓ ବିଜେପି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଥିଲେ। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos