‘ମୋତେ ଚକ୍ରବ୍ୟୁହରେ ଫସାଇ ଦିଆଗଲା’

  • Published: Friday, 19 April 2024
  • , Updated: 19 April 2024, 04:42 PM IST

ବିଜେଡି ଛାଡ଼ି କଂଗ୍ରେସରେ ଯୋଗ ଦେଇଛନ୍ତି କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ। ଭୁବନେଶ୍ୱରରେ କଂଗ୍ରେସ ଭବନରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ବରିଷ୍ଠ ନେତା ପଞ୍ଚାନନ କାନୁନଗୋଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ, ୨୦୦୯ରେ କେନ୍ଦ୍ରାପଡ଼ାରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ସିପ୍ରା ମଲ୍ଲିକ। କିନ୍ତୁ ୨୦୧୪ ଓ ୨୦୧୯ରେ ତାଙ୍କୁ ଦଳ ଟିକେଟ ଦେଇ ନଥିଲା। ଦଳ ଛାଡ଼ିବାପରେ ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ସିପ୍ରା ମଲ୍ଲିକ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Related story