କୋଶଳୀ ଭାଷାରେ ପ୍ରଶ୍ନୋତ୍ତର

କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ପ୍ରଶ୍ନକୁ ଗୃହରେ କୋଶଳୀରେ ଉତ୍ତର ରଖିଲେ ମନ୍ତ୍ରୀ ପ୍ରତାପ ଦେବ।

Manoj Swain
  • Published: Friday, 24 November 2023
  • Updated: 24 November 2023, 04:20 PM IST

ଆଜି ବିଧାନସଭା ପ୍ରଶ୍ନକାଳରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା । ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର କୋଶଳୀ ଭାଷାରେ ପ୍ରଶ୍ନ ପଚାରିଥିବା ବେଳେ ମନ୍ତ୍ରୀ ପ୍ରତାପ ଦେବ ମଧ୍ୟ ଏହାର ଉତ୍ତର କୋଶଳୀ ଭାଷାରେ ରଖିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos