ବିଜେଡି ସରକାରକୁ ଜୋରଦାର ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି

'୧୦ ଜୁନ୍‌ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ। ଉକ୍ତ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଆପଣ ସମସ୍ତଙ୍କୁ ନିମନ୍ତ୍ରଣ ରହିଲା।'

Manoj Swain
  • Published: Monday, 06 May 2024
  • Updated: 06 May 2024, 12:31 PM IST

Sports

Latest News

ବ୍ରହ୍ମପୁରରେ ବିଜେଡି ସରକାରକୁ ଜୋରଦାର ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କହିଲେ, ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଆଉ ମାସେ ପରେ ଅର୍ଥାତ ୬ ଜୁନ୍‌ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଫାଇନାଲ ହେବ। ୧୦ ଜୁନ୍‌ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ। ଉକ୍ତ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଆପଣ ସମସ୍ତଙ୍କୁ ନିମନ୍ତ୍ରଣ ରହିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧିକ କଣ କହିଛନ୍ତି ଶୁଣନ୍ତୁ। 

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos