ଖଲ୍ଲିକୋଟରେ କେମିତି ରହିଛି ଲୋକଙ୍କ ମୁଡ୍‌ ?

ଖଲ୍ଲିକୋଟ ଅଞ୍ଚଳରେ କେତେ ବାଟ ଆଗେଇଛି ବିକାଶ। କେମିତି ଅଛନ୍ତି ଖଲ୍ଲିକୋଟ ନିର୍ବାଚନମଣ୍ଡଳୀର ଜନସାଧାରଣ ? 

Manoj Swain
  • Published: Monday, 06 May 2024
  • Updated: 06 May 2024, 07:04 PM IST

Sports

Latest News

ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରେ କେମିତି ରହିଛି ଲୋକଙ୍କ ମୁଡ୍‌ ଓ କେଉଁ ପ୍ରାର୍ଥୀ ପାଇଁ ରହିଛି ଲୋକଙ୍କ ସମର୍ଥନ। କେତେ ପହଁଞ୍ଚିଛି ଯୋଜନା। ଏହି ଅଞ୍ଚଳରେ କେତେ ବାଟ ଆଗେଇଛି ବିକାଶ। କେମିତି ଅଛନ୍ତି ଖଲ୍ଲିକୋଟ ନିର୍ବାଚନମଣ୍ଡଳୀର ଜନସାଧାରଣ ? ଦେଖନ୍ତୁ ଆମର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗାଁ ଗାଁରେ ପଲିଟିକାଲ ଖଟିରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos