ବିଜେପିରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ସିଦ୍ଧାନ୍ତ ମହାପାତ୍ର ଦୁଇ ଥର ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ ଓ ୨୦୧୪ରେ ସେ ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ।

Manoj Swain
  • Published: Thursday, 28 March 2024
  • Updated: 28 March 2024, 05:28 PM IST

Sports

Latest News

ବିଜେପିରେ ଯୋଗ ଦେଲେ ଅଭିନେତା ତଥା ପୂର୍ବତନ ଲୋକସଭା ସାଂସଦ ସିଦ୍ଧାନ୍ତ ମହାପାତ୍ର। ଆଜି ବିଜେପିର ଦିଲ୍ଲୀ ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ ଓ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ସିଦ୍ଧାନ୍ତ ଦଳରେ ଯୋଗ ଦେଇଥିଲେ। ସିଦ୍ଧାନ୍ତ ମହାପାତ୍ର ଦୁଇ ଥର ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ ଓ ୨୦୧୪ରେ ସେ ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos