ସଂଖ୍ୟାଗରିଷ୍ଠତା ପାଇ ବିଜେପି ସରକାର ଗଢ଼ିଛି। ଏଭଳି ସ୍ଥିତିରେ ବିଜେଡି ପୁଣି ସରକାର କରିବ, କଂଗ୍ରେସ ସହିତ ମିଶି ସରକାର କରିବ - ଆଦି କହିବା ଅବାସ୍ତବ କଥା। କିଏ ଓ କାହିଁକି କହୁଛନ୍ତି ମୁଁ ଜାଣିପାରୁନି। ସେଥିପାଇଁ ସେମାନେ ପ୍ରାଧିକୃତ କି ନାହିଁ ମୁଁ ଜାଣିନି। ନବୀନ ପଟ୍ଟନାୟକ ସେମାନଙ୍କୁ କହିଛନ୍ତି କି ସେ କଥା କହିବା ପାଇଁ? ଏସବୁ କଥା କହିବାର ଯଥାର୍ଥତା କିଛି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
![Kejriwal and Rahul Kejriwal and Rahul](https://assets.odishareporter.in/uploadimage/library/16_9/16_9_3/IMAGE_1736860691.jpg)
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
![\'ପାର୍ଟି ଦୋକାନ ବନ୍ଦ ହୋଇଗଲା ହୋଟେଲ ଖୋଲିଦେଲେ\' |Sankha Bhawan Canteen Controversy |Jayanarayan Mishra |OR \'ପାର୍ଟି ଦୋକାନ ବନ୍ଦ ହୋଇଗଲା ହୋଟେଲ ଖୋଲିଦେଲେ\' |Sankha Bhawan Canteen Controversy |Jayanarayan Mishra |OR](https://assets.odishareporter.in/uploadimage/library/16_9/16_9_3/sddefault_1736850454.jpg)
Politics
‘ପାର୍ଟି ଧୀରେ ଧୀରେ ବନ୍ଦ ହୋଇଗଲାଣି, ଏବେ ହୋଟେଲ ଚଲେଇବେ’
ପାର୍ଟିର କାମ ଆଉ କିଛି ନାହିଁ। ତେଣୁ ସେମାନେ ସେଟାକୁ ହୋଟେଲରେ ପରିଣତ କରି ଦେଲେ। କ’ଣ ହୋଇଗଲା ସେଠୁ? ବିଚରାମାନଙ୍କୁ ଧନ୍ୟବାଦ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।