ପ୍ରଧାନମନ୍ତ୍ରୀ ମୋଦି ଓ ଜେପି ନଡ୍ଡାଙ୍କୁ ଭେଟିଲେ ରାଜ୍ୟ ବିଜେପି ବିଧାୟକ

ବିଜେପି ବିଧାୟକ ଦଳ ନେତା ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଆଜି ଦଳୀୟ ବିଧାୟକମାନେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନ ପରିସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଛନ୍ତି ।

PM Narendra Modi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Ordigital Desk
  • Published: Thursday, 21 December 2023
  • Updated: 21 December 2023, 10:46 PM IST

ରାଜ୍ୟ ବିଜେପିର ବିଧାୟକମାନେ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ହିନ୍ଦି ହାର୍ଟଲ୍ୟାଣ୍ଡରେ ବିଜେପିର ବିପୁଳ ବିଜୟ ପରେ ଦଳର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଅଭିନନ୍ଦନ ଜଣାଇବାକୁ ରାଜ୍ୟର ବିଜେପି ବିଧାୟକମାନେ ଦିଲ୍ଲୀ ଗସ୍ତ କରିଥିବା ଜଣାପଡ଼ିଛି ।

ସୂଚନା ଅନୁସାରେ, ବିଜେପି ବିଧାୟକ ଦଳ ନେତା ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଆଜି ଦଳୀୟ ବିଧାୟକମାନେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନ ପରିସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସୌଜନ୍ୟମୂଳକ ଥିଲା ବୋଲି ଦଳ ପକ୍ଷରୁ କୁହାଯାଇଛି । ସେହିପରି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ତାଙ୍କ ବାସଭବନରେ ଦଳର ବିଧାୟକମାନେ ଭେଟିଥିଲେ ।

Also Read

ଏହି ସାକ୍ଷାତ ପରେ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ଆମେ ୨୦୨୪ ନିର୍ବାଚନରେ ଓଡ଼ିଶା ଦଖଲ କରିବୁ ବୋଲି କହିଛନ୍ତି । ତେବେ କେଉଁ ସବୁ ପ୍ରସଙ୍ଗରେ ଆଲୋଚନା ହୋଇଛି ସେ ନେଇ ବିସ୍ତୃତ ତଥ୍ୟ ମିଳିପାରିନି ।

ଉଲ୍ଲେଖଯୋଗ୍ୟ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯାଇ ଦଳର ଜାତୀୟ ପଦାଧିକାରୀ ବୈଠକରେ ଯୋଗ ଦେବେ । ଆଜି ମୋଦି ଓ ନଡ୍ଡାଙ୍କୁ ଭେଟିଥିବା ବିଧାୟକମାନଙ୍କ ଭିତରେ ମୋହନ ମାଝୀ, ସୂର୍ଯ୍ୟବଂଶୀ ସୂରଜ, କୁସୁମ ଟେଟେ, ସୁକାନ୍ତ ନାୟକଙ୍କ ସମେତ ଅଧିକାଂଶ ବିଧାୟକ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story