ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ବିଜେପି। ଉଭୟ ଲୋକସଭା ଓ ବିଧାନସଭା ପାଇଁ ପ୍ରକାଶ ପାଇଛି ଏହି ଷ୍ଟାର ପ୍ରଚାରକ ତାଲିକା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ମୋଟ ୪୦ ଜଣଙ୍କ ନାଁ ରହିଛି। ଓଡ଼ିଶା ପାଇଁ ପ୍ରସ୍ତୁତ ହୋଇଥିବା ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି ହାସ୍ୟ ଅଭିନେତା ହରିହର ମହାପାତ୍ର। ତେବେ ଏହାକୁ ନେଇ ସେ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।