ବିଜେଡିକୁ ଟାଗେର୍ଟ କଲେ ହରି

  • Published: Thursday, 25 April 2024
  • , Updated: 25 April 2024, 01:56 PM IST

ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ବିଜେପି। ଉଭୟ ଲୋକସଭା ଓ ବିଧାନସଭା ପାଇଁ ପ୍ରକାଶ ପାଇଛି ଏହି ଷ୍ଟାର ପ୍ରଚାରକ ତାଲିକା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ମୋଟ ୪୦ ଜଣଙ୍କ ନାଁ ରହିଛି। ଓଡ଼ିଶା ପାଇଁ ପ୍ରସ୍ତୁତ ହୋଇଥିବା ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି ହାସ୍ୟ ଅଭିନେତା ହରିହର ମହାପାତ୍ର। ତେବେ ଏହାକୁ ନେଇ ସେ କଣ କହିଛନ୍ତି ଶୁଣନ୍ତୁ। 

Related story