ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Manoj Swain
  • Published: Tuesday, 05 March 2024
  • Updated: 05 March 2024, 04:15 PM IST

Sports

Latest News

ଚଣ୍ଡିଖୋଲରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଉପସ୍ଥିତ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos