ଆଜି ଜନତା ମୈଦାନରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବୈଜୟନ୍ତ ପଣ୍ଡା ହେଲେ ବିଜେପିର ଦିଲ୍ଲୀ ନିର୍ବାଚନ ଇନ୍ଚାର୍ଜ
ସାଂସଦ ଅତୁଲ ଗର୍ଗଙ୍କୁ ସହକାରୀ ଇନଚାର୍ଜ ଭାବେ ମଧ୍ୟ ନିଯୁକ୍ତି ମିଳିଛି। ଉଭୟଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତି ଦେଇଛନ୍ତି।
Politics
ୱାୟନାଡ ଲୋକସଭା ପାଇଁ ୧୩ରେ ହେବ ଭୋଟିଂ, ରାହୁଲ ଛାଡ଼ିବା ପରେ ପଡ଼ିଥିଲା ଖାଲି
ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ୱାୟନାଡରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଲଢ଼ିବେ।
Politics
ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ
ଦୁଇଟି ଯାକ ରାଜ୍ୟରେ ଭୋଟ ଗଣତି ଓ ଫଳାଫଳ ନଭେମ୍ବର ୨୩ରେ ପ୍ରକାଶ ପାଇବ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆଜି ତାରିଖ ଘୋଷଣା କରିବା କ୍ଷଣି ମହାରାଷ୍ଟ୍ର ଓ ଝାରଖଣ୍ଡରେ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି।
Politics
ପାଟ୍ଟଶାଣୀଙ୍କ ବିସ୍ଫୋରକ ବୟାନ; ପାଣ୍ଡିଆନ ଥିଲା ଯାଏ ଜିତିବନି ବିଜେଡି
ମୁଁ ବିଜେଡି ଛାଡ଼ିବା ପଛରେ ପାଣ୍ଡିଆନ ଦାୟୀ। ପାଣ୍ଡିଆନଙ୍କ ପାଇଁ ମୁଁ ବିଜେଡି ଛାଡ଼ିଲି ବୋଲି କହିଛନ୍ତି ପ୍ରସନ୍ନ।