ଆସନ୍ତାକାଲି ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରସ୍ତୁତି ଜୋରଦାର

ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Manoj Swain
  • Published: Friday, 02 February 2024
  • Updated: 02 February 2024, 01:02 PM IST

Sports

Latest News

ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି। ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ହେଲିପ୍ୟାଡ ଏବଂ ମଂଚ ପ୍ରସ୍ତୁତି ଜୋରସୋରରେ ଚାଲିଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos