ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀଙ୍କ ମୋଦି ଗ୍ୟାରେଣ୍ଟି ସମାବେଶ

୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରି ଓଡ଼ିଶାବାସୀଙ୍କୁ ଏକ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Manoj Swain
  • Published: Tuesday, 05 March 2024
  • Updated: 05 March 2024, 05:43 PM IST

ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀଙ୍କ ମୋଦି ଗ୍ୟାରେଣ୍ଟି ସମାବେଶ। ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରି ଓଡ଼ିଶାବାସୀଙ୍କୁ ଏକ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚଣ୍ଡିଖୋଲରେ ଆୟୋଜିତ ଭବ୍ୟ ସଭାରେ ଜୟ ଜଗନ୍ନାଥରୁ ଭାଷଣ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କଣ କହିଛନ୍ତି ଶୁଣନ୍ତୁ। 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos