ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ପ୍ରଦୀପ !

ଗତକାଲି ଚିକିଟିରେ ପ୍ରଚାର ବେଳେ ପ୍ରଦୀପ ପାଣିଗ୍ରାହୀଙ୍କୁ ଅଭିଯୁକ୍ତ ବୋଲି ଦର୍ଶାଇଥିଲେ ପାଣ୍ଡିଆନ।

Manoj Swain
  • Published: Wednesday, 01 May 2024
  • Updated: 01 May 2024, 12:16 PM IST

Sports

Latest News

ପାଖେଇ ଆସୁଛି ନିର୍ବାଚନ, ଜମୁଛି ପ୍ରଚାର। ଭିକେ ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ବିଜେପି ନେତା ତଥା ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ଗତକାଲି ଚିକିଟିରେ ପ୍ରଚାର ବେଳେ ପ୍ରଦୀପଙ୍କୁ ଅଭିଯୁକ୍ତ ବୋଲି ଦର୍ଶାଇଥିଲେ ପାଣ୍ଡିଆନ। ଯାହା ପରେ ଏବେ ପ୍ରଦୀପ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କୁ ଟାର୍ଗେଟ୍‌ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos