ପ୍ରମିଳାଙ୍କୁ ଅପା ଡାକିଦେଲେ ରାଜା | Odisha Reporter
ବୁଧବାର ବିଧାନସଭାରେ ଏକ ରୋଚକ ସ୍ଥିତି ଦେଖିବାକୁ ମିଳିଥିଲା । ନୂତନ ଭାବେ ବାଚସ୍ପତି ହୋଇଥିବା ପ୍ରମିଳା ମଲ୍ଲିକଙ୍କୁ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ `ଅପା´ ବୋଲି କହି ସମ୍ବୋଧନ କରିଥିଲେ । ଯାହାକୁ ନେଇ ନିଜନିଜ ସ୍ଥାନରେ ବସି ଆପତ୍ତି ଉଠାଇଥିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଏବଂ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏବଂ ତାରାପ୍ରସାଦ ବାହିନୀପତି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
