କାଲି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂହ

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ।

Rajnath Singh

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ (ଫାଇଲ ଫଟୋ)

Biswajit Samal
  • Published: Wednesday, 21 February 2024
  • Updated: 21 February 2024, 03:49 PM IST

Sports

Latest News

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଦିନିକିଆ ଗସ୍ତରେ ଆସି ରାଜନାଥ ସିଂହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେ ନବରଙ୍ଗପୁର ଓ ବ୍ରହ୍ମପୁରରେ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ସାମିଲ ହେବେ। ପରେ ବାରିପଦାରେ ସାଧାରଣ ସଭାରେ ଉଦବୋଧନ ଦେବେ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

Also Read

ରାଜନାଥ ସିଂହ ଆସନ୍ତାକାଲି ଦିନି ୧୧ଟା ୪୦ରେ ଛତିଶଗଡ଼ର ବସ୍ତରରୁ ଆସି ନବରଙ୍ଗପୁରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ସେଠାରେ ସେନାର ପୂର୍ବତନ ଅଧିକାରୀ ଓ ଯବାନଙ୍କୁ ଭେଟି ଆଲୋଚନା କରିବେ। ପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ। ସେଠାରୁ ସେ ବ୍ରହ୍ମପୁରରେ ଆସି ବିଜେପି କର୍ମୀ ସମ୍ମିଳନୀରେ ସାମିଲ ହେବେ। ଏହା ପରେ ଅପରାହ୍ନ ୪ଟା ୫୦ ମିନିଟରେ ବାରିପଦାରେ ପହଞ୍ଚି ସାଧାରଣ ସଭାରେ ଯୋଗ ଦେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story