ସୁପ୍ରୋମଙ୍କ ନିର୍ଦ୍ଦେଶକୁ ପାଳିବି, ସମସ୍ତଙ୍କ ପରାମର୍ଶ ନେବି | Odisha Reporter
ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ । ନାମାଙ୍କନ ଦାଖଲ ପରେ ସାଲୁଗା ପ୍ରଧାନଙ୍କ ପ୍ରତିକ୍ରିୟା। କହିଲେ, ''ଶାସକ ଓ ବିରୋଧୀ ଦଳର ମତାମତକୁ ସମ୍ମାନ ଦେବି। ଏହାସହ ମତାମତକୁ ସମ୍ମାନ ଦେଇ ଗୃହ କାର୍ଯ୍ୟ ଚଳାଇବି। ତେବେ ବିଜେଡି ଆଦିବାସୀ କାର୍ଡ ଖେଳିଥିବା ଚର୍ଚ୍ଚାକୁ ସେ ଖଣ୍ଡନ କରିଛନ୍ତି।'
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
