ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ପ୍ରାର୍ଥୀ କୋଟିପତି; ସନା ସବୁଠୁ ଧନୀ, ଦ୍ୱିତୀୟରେ ସୌମ୍ୟ

ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା ଇଲେକ୍ସନ ୱାଚ।

Sanatan Mahakud & Soumya Ranjan Patnaik

ସନାତନ ମହାକୁଡ଼ ଓ ସୌମ୍ୟ ରଞ୍ଜନ ପଟ୍ଟନାୟକ ।

Niharika Rout
  • Published: Saturday, 18 May 2024
  • Updated: 18 May 2024, 01:33 PM IST

ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା ଇଲେକ୍ସନ ୱାଚ।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩ ପ୍ରତିଶତ ବିଧାୟକ ପ୍ରାର୍ଥୀ କୋଟିପତି ଥିବା ଜଣାଯାଇଛି । କେନ୍ଦୁଝର ଚମ୍ପୁଆର BJD ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ତୃତୀୟ ପର୍ଯ୍ୟାୟର ସବୁଠୁ ଧନୀ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା । ସେହିପରି ୧୨୨ କୋଟି ୮୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ଘଷିପୁରାର ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପର୍ଯ୍ୟାୟର ଦ୍ୱିତୀୟ ଧନୀ ବିଧାୟକ ପ୍ରାର୍ଥୀ । ସେହିପରି ୧୨୦ କୋଟି ୫୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ତୃତୀୟ ସ୍ଥାନରେ ଅଛନ୍ତି ନୟାଗଡ଼ BJP ବିଧାୟକ ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ।

୩୮୧ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୦ ଜଣ ଅର୍ଥାତ୍ ୨୬%ଙ୍କ ନାମରେ ରହିଛି ଅପରାଧିକ ମାମଲା । ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା । ୪ ଜଣଙ୍କ ନାଁରେ ହତ୍ୟା ମାମଲା ରହିଛି । ୨୬ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ମାମଲା ଥିବା ବେଳେ ୨୮ ଜଣଙ୍କ ନାମରେ ମହିଳା ବିରୋଧୀ ମାମଲା ରହିଛି । ଏମିତିକି ଜଣଙ୍କ ନାମରେ ଧର୍ଷଣ ମାମଲା ବି ଅଛି।

Also Read

କଟକ ବଡମ୍ବାରୁ ସମୃଦ୍ଧ ଓଡ଼ିଶା ପକ୍ଷରୁ ବିଧାୟକ ପ୍ରାର୍ଥୀ କୈଳାଶ ଚନ୍ଦ୍ର ନାୟକ ସବୁଠୁ ଗରିବ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ମାତ୍ର ୧ ହଜାର ଟଙ୍କା । ତୃତୀୟ ପର୍ଯ୍ୟାୟର ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୨ ଜଣ ପ୍ରାର୍ଥୀ ସ୍କୁଲ ହତା ମାଡ଼ି ନଥିବା ବେଳେ ଅନ୍ୟ ଦୁଇ ଜଣ ପଞ୍ଚମ ବି ପାସ କରି ନାହାନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story