ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗ ଦେବେନି ନରସିଂହ

'ସରକାରୀ କାର୍ଯ୍ୟକ୍ରମକୁ ଦଳୀୟ କାର୍ଯ୍ୟକ୍ରମ କରାଯାଉଥିବାରୁ ମୁଁ ଯିବିନି'

Manoj Swain
  • Published: Friday, 12 January 2024
  • Updated: 12 January 2024, 06:02 PM IST

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗ ଦେବେନି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । କହିଲେ, ମୁଁ ବଲାଙ୍ଗିରରେ ଥିବା ବେଳେ ମୋ ଭୁବନେଶ୍ୱର ଘରେ ଦେଇଛନ୍ତି ନିମନ୍ତ୍ରଣ ପତ୍ର। ସରକାରୀ କାର୍ଯ୍ୟକ୍ରମକୁ ଦଳୀୟ କାର୍ଯ୍ୟକ୍ରମ କରାଯାଉଥିବାରୁ ମୁଁ ଯିବିନି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos