ଶ୍ରୀମୟୀଙ୍କ ଉପରେ ବିଜେଡିର ଭରସା ପାଇଲାନି !

ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କଠୁ ଆରମ୍ଭ କରି ବିଭୂତିଭୂଷଣ ବଳବନ୍ତରାୟ, ରାଜେନ୍ଦ୍ର ସାହୁ ଓ ଅନନ୍ତ ନାରାୟଣ ଜେନା ପ୍ରମୁଖ ଦଳୀୟ କାର୍ଯ୍ୟକ୍ରମରେ ଶ୍ରୀମୟୀ ବିଜେଡିର ସାଂସଦ ପ୍ରାର୍ଥୀ ବୋଲି ଘୋଷଣା କରିବାକୁ ପଛାଇନଥିଲେ। 

Manoj Swain
  • Published: Thursday, 28 March 2024
  • Updated: 28 March 2024, 04:05 PM IST

ବିଜେଡି ନିଜର ସାଂସଦ ପ୍ରାର୍ଥୀ ଭାବେ ଶ୍ରୀମୟୀ ମିଶ୍ରଙ୍କୁ ଗତ ଅକ୍ଟୋବର-ନଭେମ୍ବର ମାସରୁ ଆଗକୁ ଆଣି ନିର୍ବାଚନମଣ୍ଡଳୀ ବୁଲାଉଥିଲା। ଦଳର ବିଧାୟକମାନେ ମଧ୍ୟ ତାଙ୍କୁ ସାଂସଦ ପ୍ରାର୍ଥୀ ଭାବେ ସାଧାରଣ ଭୋଟରଙ୍କ ପାଖରେ ଉପସ୍ଥାପିତ କରିଥିଲେ। ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କଠୁ ଆରମ୍ଭ କରି ବିଭୂତିଭୂଷଣ ବଳବନ୍ତରାୟ, ରାଜେନ୍ଦ୍ର ସାହୁ ଓ ଅନନ୍ତ ନାରାୟଣ ଜେନା ପ୍ରମୁଖ ଦଳୀୟ କାର୍ଯ୍ୟକ୍ରମରେ ଶ୍ରୀମୟୀ ବିଜେଡିର ସାଂସଦ ପ୍ରାର୍ଥୀ ବୋଲି ଘୋଷଣା କରିବାକୁ ପଛାଇନଥିଲେ। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos