Advertisment

ମନ ଇଚ୍ଛା କାଟି ପାରିବେନି ତାଳ ଗଛ

ଏଣିକି ଆଉ ମନଇଚ୍ଛା କାଟି ପାରିବେନି ତାଳ ଗଛ। ତାଳ ଗଛ କାଟିବାକୁ ହେଲେ ବନ ବିଭାଗଠୁ ନେବାକୁ ପଡ଼ିବ ଅନୁମତି।

Advertisment

ଏଣିକି ଆଉ ମନଇଚ୍ଛା କାଟି ପାରିବେନି ତାଳ ଗଛ। ତାଳ ଗଛ କାଟିବାକୁ ହେଲେ ବନ ବିଭାଗଠୁ ନେବାକୁ ପଡ଼ିବ ଅନୁମତି। ଏମିତିକି ନିଜ ବାଡ଼ିରେ ଥିବା ତାଳ ଗଛ କାଟିବାକୁ ବି ନେବାକୁ ପଡ଼ିବ ଅନୁମତି। ମନଇଚ୍ଛା ତାଳ ଗଛ କାଟିଲେ ହେବ କାର୍ଯ୍ୟାନୁଷ୍ଠାନ। ରାଜ୍ୟରେ ବଢ଼ୁଥିବା ବଜ୍ରପାତ ଜନିତ ମୃତ୍ୟୁକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛି ବନ ବିଭାଗ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ଦେବୀଦତ୍ତ ବିଶ୍ୱାଳ ଏହି ସୂଚନା ଦେଇଛନ୍ତି।

Advertisment
Odisha Odisha Palm Tree
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe