ପ୍ଲାଷ୍ଟିକ ବୋତଲର ପାଣି ପିଉଥିଲେ ସାବଧାନ !

ବଜାରରେ ବିକ୍ରି ହେଉଥିବା ପ୍ଲାଷ୍ଟିକ ପାଣି ବୋତଲ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିପାରେ। 

Manoj Swain
  • Published: Wednesday, 10 January 2024
  • Updated: 10 January 2024, 01:20 PM IST

Sports

Latest News

ଦୈନନ୍ଦିନ ବ୍ୟବହାରରେ ପ୍ଲାଷ୍ଟିକ ଏକ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପାଲଟିଯାଇଛି। ପାଣି ବୋଟଲଠୁ ନେଇ ଟିଫିନ ବ୍ୟାଗ୍ ପର୍ଯ୍ୟନ୍ତ ସବୁକିଛି ପ୍ଲାଷ୍ଟିକରୁ ତିଆରି ହେଉଛି। ଏହି ପ୍ଲାଷ୍ଟିକ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଆମେ ଜାଣିଛେ, ହେଲେ ବଜାରରେ ବିକ୍ରି ହେଉଥିବା ପ୍ଲାଷ୍ଟିକ ପାଣି ବୋତଲ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିପାରେ। ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି ଯେ, ଏକ ଲିଟର ପାଣି ବୋତଲରେ ହାରାହାରି ୨ ଲକ୍ଷ ୪୦ ହଜାର ପ୍ଲାଷ୍ଟିକ୍ କଣିକା ଥାଏ। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos