ମହାପ୍ରଭୁଙ୍କ ଦର୍ଶନ କଲେ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ

ଶ୍ରୀମନ୍ଦିରରେ ପ୍ରାୟ ଘଣ୍ଟାଏ ବିତେଇବା ସହ ମହାପ୍ରସାଦ ସେବନ କରିଛନ୍ତି ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ।

Manoj Swain
  • Published: Thursday, 25 April 2024
  • Updated: 25 April 2024, 07:21 PM IST

Sports

Latest News

ମହାପ୍ରଭୁଙ୍କ ଦର୍ଶନ କଲେ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ। ପୁରୀ ଶ୍ରୀମନ୍ଦିରରେ ପ୍ରାୟ ଘଣ୍ଟାଏ ବିତେଇବା ସହ ମହାପ୍ରସାଦ ସେବନ କରିଛନ୍ତି । ସାଇନା କହିଛନ୍ତି, ଶ୍ରୀଜିଉଙ୍କ ଉପରେ ସମସ୍ତଙ୍କ ଆସ୍ଥା ରହିଛି । ଆଳତି ଦର୍ଶନ କରିବାର ସୌଭାଗ୍ୟ ପାଇ ଖୁବ୍ ଖୁସି। ସାଇନାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀଜିଉଙ୍କ ମୂର୍ତ୍ତୀ ଉପହାରରେ ଦିଆଯାଇଛି । ଏହି ଅବସରରେ ସେ କଣ କହିଛନ୍ତି ଶୁଣନ୍ତୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos