ଆଇପିଏଲ ଇତିହାସରେ ନୂଆ ତଥା ଐତିହାସିକ ରେକର୍ଡ କରିଛନ୍ତି ଅଷ୍ଟ୍ରେଲିଆର ଦ୍ରୁତ ବୋଲର ମିଚେଲ ଷ୍ଟାର୍କ। ତାଙ୍କୁ କୋଲକାତା ନାଇଟ ରାଇଡର୍ସ ୨୪.୭୫ କୋଟି ଟଙ୍କାରେ କିଣିଛି। ଷ୍ଟାର୍କ ଆଇପିଏଲ ଇତିହାସରେ ସବୁଠାରୁ ମହଙ୍ଗା ଖେଳାଳି ବନିଛନ୍ତି। ତାଙ୍କ ପୂର୍ବରୁ ଅଷ୍ଟ୍ରେଲିଆର ଅଧିନାୟକ ପାଟ କମିନ୍ସ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ବନିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।