IPL ଇତିହାସରେ ସବୁଠାରୁ ମହଙ୍ଗା ଖେଳାଳି ମିଚେଲ ଷ୍ଟାର୍କ

  • Published: Wednesday, 20 December 2023
  • , Updated: 20 December 2023, 01:19 PM IST

ଆଇପିଏଲ ଇତିହାସରେ ନୂଆ ତଥା ଐତିହାସିକ ରେକର୍ଡ କରିଛନ୍ତି ଅଷ୍ଟ୍ରେଲିଆର ଦ୍ରୁତ ବୋଲର ମିଚେଲ ଷ୍ଟାର୍କ। ତାଙ୍କୁ କୋଲକାତା ନାଇଟ ରାଇଡର୍ସ ୨୪.୭୫ କୋଟି ଟଙ୍କାରେ କିଣିଛି। ଷ୍ଟାର୍କ ଆଇପିଏଲ ଇତିହାସରେ ସବୁଠାରୁ ମହଙ୍ଗା ଖେଳାଳି ବନିଛନ୍ତି। ତାଙ୍କ ପୂର୍ବରୁ ଅଷ୍ଟ୍ରେଲିଆର ଅଧିନାୟକ ପାଟ କମିନ୍ସ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ବନିଥିଲେ।

Related story