ଡ୍ରାଇଭିଂ ଟେଷ୍ଟ ବେଳେ ଜଗିବ AI

ରାଜ୍ୟର ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ପକ୍ଷପାତ ହେଉଥିବା ଅଭିଯୋଗ ଉଠିବା ପରେ ଏବେ ଏଭଳି ପଦ୍ଧତି ଆପଣେଇଛି ପରିବହନ ବିଭାଗ।

Manoj Swain
  • Published: Friday, 08 March 2024
  • Updated: 08 March 2024, 08:12 PM IST

Sports

Latest News

ଡ୍ରାଇଭିଂ ଟେଷ୍ଟରେ ରହିବନି ମାନବ ହସ୍ତକ୍ଷେପ। ଅଟୋମେଟେଡ୍‌ ପ୍ରକ୍ରିୟାରେ କମ୍ପ୍ୟୁଟର କରିବ ପରୀକ୍ଷା। ଧରିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(AI)। ରାଜ୍ୟର ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ପକ୍ଷପାତ ହେଉଥିବା ଅଭିଯୋଗ ଉଠିବା ପରେ ଏବେ ଏଭଳି ପଦ୍ଧତି ଆପଣେଇଛି ପରିବହନ ବିଭାଗ। ଏନେଇ ଗଞ୍ଜାମ, ଚଣ୍ଡିଖୋଲ, ରାଉରକେଲା, ଅନୁଗୋଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ୱୟଂଚାଳିତ ଗାଡ଼ିଚାଳନା ପରୀକ୍ଷା ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos