ତାତିରେ ଲାଗିବ ସାମାନ୍ୟ ବ୍ରେକ; ୨୧ରୁ ବର୍ଷା

ଟାଣ ଖରା ପାଇଁ ଆଜି ୧୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Rain

Representational Image

Tapaswini Nayak
  • Published: Friday, 19 April 2024
  • Updated: 19 April 2024, 11:13 AM IST

Sports

Latest News

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଏହି ସମୟରେ ଆଶ୍ୱସ୍ତି କର ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ।

ସେ କହିଛନ୍ତି,୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।୨୦ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଯାହାର ଫଳରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ଖସିବାର ପୂର୍ବାନୁମାନ କରାଯାଇଛି। 

Also Read

ସେ ଆହୁରି କହିଛନ୍ତି, ରାଜ୍ୟରେ ୨୦ ତାରିଖ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହି ସମୟରେ ଦିନ ତାପମାତ୍ରା ଶିଖର ଛୁଇଁବା ସମ୍ଭାବନା ରହିଛି। କେତେକ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି। ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ୨୦ ତାରିଖ ବେଳରୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଯାହାର ଫଳରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ଖସିବାର ପୂର୍ବାନୁମାନ କରାଯାଇଛି। ବାୟୁ ମଣ୍ଡଳର ଉପରି ଭାଗରେ ନିମ୍ନ ଚାପ ରେଖା ସୃଷ୍ଟି ହେବା ଯୋଗୁ ବର୍ଷା ହେବାର ସମ୍ଭାବନା ରହିଛି।  

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଟାଣ ଖରା ପାଇଁ ଆଜି ୧୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ନେଇ ମଧ୍ୟ ଚେତାବନୀ ଜାରି କରାଯାଇଛି। ସେହି ସ୍ଥାନ ଗୁଡ଼ିକ ହେଲା ମୟୂରଭଂଜ, ଅନୁଗୋଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଏବଂ କଟକ। ଏହି ଜିଲ୍ଲାକୁ ସିଭିଅର ହିଟୱେଭ ୱାର୍ଣ୍ଣିଂ ଜାରି କରାଯାଇଛି। 

ଅନ୍ୟପକ୍ଷରେ ଆଜି ସାଢ଼େ ୮ଟା ସୁଦ୍ଧା ପାରଦ ୩୫ ଡିଗ୍ରୀ ଛୁଇଁଛି। ତାଳଚେର ସବୁଠୁ ଉତ୍ତପ୍ତ ସହ ପାଲଟିଛି। ତାଳଚେରରେ ତାପମାତ୍ରା ୩୫ ଡିଗ୍ରୀ ରେର୍କଡ କରାଯାଇଥିବା ବେଳେ ଭବାନୀପାଟଣା ୩୪.୫ଡିଗ୍ରୀ, ଟିଟିଲାଗଡ଼ ୩୩.୪ଡିଗ୍ରୀ, ଝାରସୁଗୁଡ଼ା ୩୩ ଡିଗ୍ରୀ, ବାରିପଦା ୩୩, ବାଲେଶ୍ୱର ୩୨.୨ ଡିଗ୍ରୀ ଓ ଭୁବନେଶ୍ୱରରେ ୩୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story